ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୪ ଗିରଫ, ୪୩୫ ବାହନ ଜବତ desk April 4, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୪୩୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୭,୨୧,୮୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨Next: ବିଦ୍ୟୁତ ବିଭାଗର ଲୁଚକାଳି ଖେଳ ; ଅସହ୍ୟ ହେଉଛି ଗରମ ଓ ଗୁଳୁଗୁଳି Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଚିତକାରା ୟୁନିଭର୍ସିଟି ର ଛାତ୍ର ଛାତ୍ରୀ ମାନଙ୍କୁ ପୁରୀ ବେଳାଭୂମିରେ ବାଲୁକା କଳା ର ଟ୍ରେନିଂ, ଓଡିଶା ଚିତକାରା ୟୁନିଭର୍ସିଟି ର ଛାତ୍ର ଛାତ୍ରୀ ମାନଙ୍କୁ ପୁରୀ ବେଳାଭୂମିରେ ବାଲୁକା କଳା ର ଟ୍ରେନିଂ, September 15, 2025 ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ଓଡିଶା ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ September 15, 2025 ସେପ୍ଟେମ୍ବର ୧୭ ରେ ଶୁଭାରମ୍ଭ ହେବ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ 1 min read ଓଡିଶା ସେପ୍ଟେମ୍ବର ୧୭ ରେ ଶୁଭାରମ୍ଭ ହେବ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ September 15, 2025