ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୪ ଗିରଫ, ୪୩୫ ବାହନ ଜବତ desk April 4, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୪୩୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୭,୨୧,୮୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨Next: ବିଦ୍ୟୁତ ବିଭାଗର ଲୁଚକାଳି ଖେଳ ; ଅସହ୍ୟ ହେଉଛି ଗରମ ଓ ଗୁଳୁଗୁଳି Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 21 May 2025 Important news 1 min read ଓଡିଶା Indo Kaling Times 21 May 2025 Important news May 21, 2025 କୁହୁଡିରେ ଲବଣ ସତ୍ୟାଗ୍ରହ ସ୍ମୃତି ସ୍ମାରକୀ ଦିବସ ପାଳିତ ଓଡିଶା କୁହୁଡିରେ ଲବଣ ସତ୍ୟାଗ୍ରହ ସ୍ମୃତି ସ୍ମାରକୀ ଦିବସ ପାଳିତ May 21, 2025 ଠକେଇ ମାମଲାରେ ଖଣି ମାଲିକ ଗିରଫ ଓଡିଶା ଠକେଇ ମାମଲାରେ ଖଣି ମାଲିକ ଗିରଫ May 21, 2025