

ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧,୩୯୮ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧,୩୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୦୫,୯୪୬ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୨୩୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ରାଜସ୍ଥାନରେ ଗତ ୨୪ ଘଂଟାରେ ୧୬୭୫ କରୋନାର ନୂଆ ମାମଲା
ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୧୬୭୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୭୩୮ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୨,୮୨୭ ଜଣଙ୍କର ମୃତ୍ୟୁ ଘଟିଛି ।