ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୯,୪୪୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୦୧,୧୭୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୫,୬୫୬ ଜଣ ମୃତ୍ୟୁବରଣ କରିଛନ୍ତି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୩,୪୪୬ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୩,୪୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୨୦୪ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୭୬୪ ହୋଇଛି ।
ପଂଜାବରେ ଗତ ୨୪ ଘଂଟାରେ ୨,୭୦୫ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୨,୭୦୫ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫,୩୧୪ ହୋଇଛି ।