
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୨୮୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୩୬୯ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୪,୦୨୯ଜଣଙ୍କର ମୃତ୍ୟୁ ଘଟିଛି ।
ହରିଆଣାରେ ଗତ ୨୪ ଘଂଟାରେ ୧୯୫୯ କରୋନାର ନୂଆ ମାମଲା
ଚଣ୍ଡିଗଡ ,ହରିଆଣାରେ ଗତ ୨୪ ଘଂଟାରେ ୧୯୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୭୮୭ ହୋଇଛି ।
ଛତିଶଗଡରେ ଗତ ୨୪ ଘଂଟାରେ ୫,୮୧୮ କରୋନାର ନୂଆ ମାମଲା, ୧୫ ମୃତ
ଋାୟପୁର , ଛତିଶଗଡରେ ଗତ ୨୪ ଘଂଟାରେ ୫,୮୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୧ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୬୩,୭୯୬ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୪୨୮୩ ଜଣଙ୍କର ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO