ଚଣ୍ଡିଗଡରେ ଗତ ୨୪ ଘଂଟାରେ ୩୪୧ କରୋନାର ନୂଆ ମାମଲା
ଚଣ୍ଡିଗଡ , ଚଣ୍ଡିଗଡରେ ଗତ ୨୪ ଘଂଟାରେ ୩୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୧୯୪. ହୋଇଛି । ବର୍ତମାନ ସୁଦ୍ଧା ଏଠାରେ ୩୮୧ ଜଣଙ୍କର ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୪,୦୩୩ କରୋନାର ନୂଆ ମାମଲା
ଦିଲ୍ଲୀ, , ଦିଲ୍ଲୀରେ ଗତ ୨୪ ଘଂଟାରେ ୪,୦୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୭୬,୪୧୪ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୧,୦୮୧ଜଣଙ୍କର ମୃତ୍ୟୁ ଘଟିଛିା