

କର୍ଣାଟକରେ ଗତ ୨୪ ଘଂଟାରେ ୫୨୭୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫୨୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୨୦,୪୩୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୬୫୭ ଜଣଙ୍କର ମୃତ୍ୟୁ ଘଟିଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୩,୬୭୨କରୋନାର ନୂଆ ମାମଲା
ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୩,୬୭୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩,୭୭୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧୨,୭୮୯ ଜଣ ମୃତ୍ୟୁବରଣ କରିଛନ୍ତି ।
ଗୁଜରାତରେ ଗତ ୨୪ ଘଂଟାରେ ୩୧୬୦ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୩୧୬୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୨୧,୫୯୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୪,୫୮୧ଜଣ ମୃତ୍ୟୁବରଣ କରିଛନ୍ତି ।