ପିପିଲି: ପିପିଲି କୁଳସେଖର ପାଟଣା ଅଞ୍ଚଳର ଜିଆରଏସ ଲକ୍ଷ୍ମୀ ପ୍ରିୟା ସାହୁ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ବରାଗଡ଼ ଗ୍ରାମର ସିପୁ ସ୍ୱାଇଁଙ୍କଠାରୁ ବିଜୁ ପକ୍କାଘର ଯୋଜନାରେ ୨୦ ହାଜର ଟଙ୍କା ବୋନସ କରାଇଦେବା ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO