
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଆଜି ସନ୍ଧ୍ୟା ୭ଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ବିଶ୍ୱବ୍ୟାପୀ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହିତ “ପରୀକ୍ଷା ପେ ଚର୍ଚ୍ଚା ୨୦୨୧” କାର୍ଯ୍ୟକ୍ରମରେ ଆଲୋଚନା କରିବେ ।ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଥିଲେ ଯେ , “ଏକ ନୂଆ ସ୍ୱରୂପ, ବିଷୟଗୁଡ଼ିକର ବ୍ୟାପକ ଦିଗ ଏବଂ ଆମର ସାହସୀ ଏଗଜାମ ୱାରିୟର ଶିକ୍ଷକ ଓ ଅଭିଭାବକଙ୍କ ସହ ଏକ ସ୍ମରଣୀୟ ଆଲୋଚନା ।” ୭ ଏପ୍ରିଲରେ ୭ଟା ସମୟରେ ‘ପରୀକ୍ଷା ପେ ଚର୍ଚ୍ଚା’ ଦେଖନ୍ତୁ…