ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୮ ଗିରଫ, ୮୬୦ ବାହନ ଜବତ desk April 8, 2021 ଭୁବନେଶ୍ୱର,ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୮ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୮୬୦ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୮,୪୦,୪୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: 18 Arrested of violating covid guidelines Continue Reading Previous: ଆଜି ସନ୍ଧ୍ୟା ସୁଦ୍ଧା ଟିକା ନ ଆସିଲେ ଓଡ଼ିଶାରେ ଶନିବାରରୁ ବନ୍ଦ ହେବ ଟିକାକରଣ: ସ୍ୱାସ୍ଥ୍ୟମନ୍ତ୍ରୀ Next: ଟିକା ଅଭାବରୁ ବାଧାପ୍ରାପ୍ତ ହୋଇଛି ଟିକାକରଣ : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ବିଜେପି ଛାଡିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା ଓଡିଶା ବିଜେପି ଛାଡିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା March 29, 2024 ଦିନ ସାଢେ ୨ ଟା ସୁଦ୍ଧା ଝାରସୁଗୁଡା ସର୍ବାଧିକ ଉତପ୍ତ ସହର ଓଡିଶା ଦିନ ସାଢେ ୨ ଟା ସୁଦ୍ଧା ଝାରସୁଗୁଡା ସର୍ବାଧିକ ଉତପ୍ତ ସହର March 29, 2024 ଯୁବ କଂଗ୍ରେସ ଗଣମାଧ୍ୟମ ବିଭାଗରେ ୭ ଜଣ ରାଜ୍ୟ ସଂଯୋଜକଙ୍କୁ ନିଯୁକ୍ତି ଓଡିଶା ଯୁବ କଂଗ୍ରେସ ଗଣମାଧ୍ୟମ ବିଭାଗରେ ୭ ଜଣ ରାଜ୍ୟ ସଂଯୋଜକଙ୍କୁ ନିଯୁକ୍ତି March 29, 2024