ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬,୯୭୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୩୩,୫୬୦ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୭୩୧ ଜଣଙ୍କର ମୃତ୍ୟୁ ଘଟିଛି ।
ଉତରାଖଂଡରେ ଗତ ୨୪ ଘଂଟାରେ ୧୧୦୯ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଂଡରେ ଗତ ୨୪ ଘଂଟାରେ ୧୧୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୪,୭୧୧ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧,୭୨୭ ଜଣ ମୃତ୍ୟୁବରଣ କରିଛନ୍ତି ।