ତାମିଲନାଡୁରେ ଗତ ୨୪ ଘଂଟାରେ ୫,୪୪୧ କରୋନାର ନୂଆ ମାମଲା
ଚେନ୍ନାଇ,ତାମିଲନାଡୁରେ ଗତ ୨୪ ଘଂଟାରେ ୫,୪୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୭,୭୪୩ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧୨,୮୬୩ ଜଣ ମୃତ୍ୟୁବରଣ କରିଛନ୍ତି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୮,୫୨୧ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୮,୫୨୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୯ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୬,୬୩୧ହୋଇ ଯାଇଛି ।ବର୍ତମାନ ଯାଏ ୧୧,୧୯୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା