ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୨,୭୬୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୧୮,୫୯୭ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୨୭୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଉତରାଖଂଡରେ ଗତ ୨୪ ଘଂଟାରେ ୭୪୮ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଂଡରେ ଗତ ୨୪ ଘଂଟାରେ ୭୪୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୬,୨୪୬ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୭,୯୫୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୭,୯୫୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୪୮,୦୮୫ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୮୧୩ ଜଣଙ୍କର ମୃତ୍ୟୁ ଘଟିଛି ।