ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୪,୫୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୩୭,୦୧୫ହୋଇଛି ।
ଝାରଖଣ୍ଡରେ କରୋନାର ୧୯୨୫ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୯୨୫ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୩୪,୭୧୫ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୧୭୫ ଜଣଙ୍କର ମୃତ୍ୟୁ ଘଟିଛି ।