
ଜଗତସିଂହପୁର, ଜଗତସିଂହପୁର ଜିଲ୍ଲାରେ ଆଜି ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇନାହାନ୍ତି । ଜଗତସିଂହପୁର ରୁ ୧ ଜଣ , ଜଗତସିଂହପୁର ପୌରାଞ୍ଚଳ ରୁ ୧ ଜଣ ,ପାରାଦୀପ ପୌରାଞ୍ଚରେ ୧ ଜଣ । ଏହକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୨୨୨ କୁ ବୃଦ୍ଧି ପାଇଛି । ଅଦ୍ୟାବଧି ୬୨ ଆକ୍ରାନ୍ତ ସୁସ୍ଥ ହେଲେଣି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ୧୪ ରହିଛି । ଏହାକୁ ମିଶାଇ ଆଜି ଜିଲ୍ଲାରୁ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO