ଭୁୁବନେଶ୍ୱର, କଟକ ଏସସିବି ମେଡିକାଲ କଲେଜ ଓ ହସପିଟାଲରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ହେବା ଘଟଣାରେ ଘଟଣାରେ ଜଣେ ହାବିଲଦାର ଓ ୫ଜଣ କନେଷ୍ଟବଳଙ୍କୁ ନିଲମ୍ବନ କରାଯାଇଛି ।ସମ୍ବଲପୁର ଏସ ପି ହାଇଦର ଫେରାର ଘଟଣାରେ ୬ ଜଣଙ୍କୁ ନିଲମ୍ବନ କରିଛନ୍ତି । ନିଲମ୍ବିତ କର୍ମଚାରୀମାନେ ହେଲେ ହାବିଲଦାର ରମେଶ ଚନ୍ଦ୍ର ଦେହୁରୀ, କନେଷ୍ଟବଳ ବୁଲବୁଲ ସାହୁ, ଦୀପକ ସାହୁ, ଏମ ଡି ମୌସୁମ, ଉମାକାନ୍ତ ବେହେରା ଏବଂ ସୁଧାଂଶୁ ମାଝୀ ।