

ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୩,୩୦୯ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୩,୩୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୨୧,୯୦୬ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୨୯୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୭,୮୯୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୭,୮୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୯ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୭୭୩ ହୋଇ ଯାଇଛି ।ବର୍ତମାନ ଯାଏ ୧୧,୨୩୫ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା