

ତାମିଲନାଡୁରେ ଗତ ୨୪ ଘଂଟାରେ ୫,୯୮୯ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୫,୯୮୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୨୬,୮୧୬ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୮୮୬ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୫,୪୧୧ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୫,୪୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୦୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୩୬,୬୮୨ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୭,୬୩୮ ଜଣ ମୃତ୍ୟୁବରଣ କରିଛନ୍ତି ।