ଋାୟପୁର , ଛତିଶଗଡରେ ଗତ ୨୪ ଘଂଟାରେ ୧୪,୦୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯୭ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୫,୮୬୦ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୪,୭୭୭ ଜଣଙ୍କର ମୃତ୍ୟୁ ଘଟିଛି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୧୨,୦୪୭ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୧୨,୦୪୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୫,୬୬,୨୬,୮୫୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା