ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦,୭୭୪ କରୋନାର ନୂଆ ମାମଲା
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦,୭୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୮ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୨୫,୧୯୭ହୋଇ ଯାଇଛି ି ।
ଗୁଜରାତରେ ଗତ ୨୪ ଘଂଟାରେ ୫,୪୬୯ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୫,୪୬୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୭,୫୬୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୪,୫୩୯ ଜଣ ମୃତ୍ୟୁବରଣ କରିଛନ୍ତି ।