
ନୂଆଦିଲ୍ଲୀ,କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓଡ଼ିଆ ନବବର୍ଷ ଏବଂ ମହା ବିଷୁବ ସଂକ୍ରାନ୍ତିରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ନବବର୍ଷ ଏବଂ ମହା ବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା । ମହାପ୍ରଭୂ ଶ୍ରୀ ଜଗନ୍ନାଥ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରି ଦିଅନ୍ତୁ ।