ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୪ ଗିରଫ, ୬୫୨ ବାହନ ଜବତ desk April 14, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୫୨ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୮,୦୦,୨୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଶିରୁଳି ମହାବୀରଙ୍କ ପଣା ସଂକ୍ରାନ୍ତୀ ମାଜଣା ସମ୍ପନ୍ନ Next: ପିପିଲି ଉପନିର୍ବାଚନ : ବାଇକ୍ ରାଲି ଉପରେ ଲାଗିଲା ରୋକ୍ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ବିଧାୟକ ଶ୍ରୀ ରଘୁନାଥ ଜଗଦଲାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓଡିଶା ବିଧାୟକ ଶ୍ରୀ ରଘୁନାଥ ଜଗଦଲାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ May 11, 2025 ଜାତୀୟ ଟେକ୍ନୋଲୋଜି ଦିବସରେ ଉଦ୍ଭାବନ ଉପରେ ଗୁରୁତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ଓଡିଶା ଜାତୀୟ ଟେକ୍ନୋଲୋଜି ଦିବସରେ ଉଦ୍ଭାବନ ଉପରେ ଗୁରୁତ୍ୱ ଦେଲେ ମୁଖ୍ୟମନ୍ତ୍ରୀ May 11, 2025 ମାତୃଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓଡିଶା ମାତୃଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ May 11, 2025