
ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ