ଗୁଜରାତରେ ଗତ ୨୪ ଘଂଟାରେ ୬,୬୯୦ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୬,୬୯୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୪,୫୫୫ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୪,୯୨୨ ଜଣ ମୃତ୍ୟୁବରଣ କରିଛନ୍ତି ।