ରାଷ୍ଟ୍ରୀୟ ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୫,୮୯୨ କରୋନାର ନୂଆ ମାମଲା desk April 15, 2021 କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୫,୮୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୦,୧୧୬ ହୋଇ ଯାଇଛି । ପଂଜାବରେ ଗତ ୨୪ ଘଂଟାରେ ୩,୩୨୯ କରୋନାର ନୂଆ ମାମଲା ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୩,୩୨୯ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୨,୫୦୫ହୋଇଛି । Tags: West Bengal / Punjab Continue Reading Previous: ହରିଆଣାରେ ଗତ ୨୪ ଘଂଟାରେ ୫୩୯୮ କରୋନାର ନୂଆ ମାମଲା Next: ଦିଲ୍ଲୀରେ ଗତ ୨୪ ଘଂଟାରେ ୧୭,୨୮୨ କରୋନାର ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025