
ପଂଜାବରେ ଗତ ୨୪ ଘଂଟାରେ ୩,୩୨୯ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୩,୩୨୯ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୨,୫୦୫ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
