
ଦେହରାଦୁନ , ଉତରାଖଂଡରେ ଗତ ୨୪ ଘଂଟାରେ ୧୯୫୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୧୪,୦୨୪.ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧,୦୮୬ ଜଣ ମୃତ୍ୟୁବରଣ କରିଛନ୍ତି ।
ଜାମ୍ମୁ କାଶ୍ମୀରରେ ଗତ ୨୪ ଘଂଟାରେ କରୋନାର ୧,୦୮୬ ନୂଆ ମାମଲା
ଶ୍ରୀନଗର , ଜାମ୍ମୁ କାଶ୍ମୀରରେ ଗତ ୨୪ ଘଂଟାରେ ୧,୦୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୪୧,୭୩୬ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨,୦୩୯ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO