-
ଏଥର କୁମ୍ଭମେଳା ‘ପ୍ରତୀକାତ୍ମକ’ ହେବା ଉଚିତ: ପ୍ରଧାନମନ୍ତ୍ରୀ ମୋଦୀ

ସେ ପୁଣି ଲେଖିଛନ୍ତି ଯେ ମୋର ବିନୀତ ନିବେଦନ ଦୁଇଟି ଶାହୀ ସ୍ନାନ ସମାପନ ହୋଇସାରିଛି । କରୋନା ସଙ୍କଟ ଚାଲିଥିବାରୁ ଏଥର କୁମ୍ଭକୁ ପ୍ରତୀକାତ୍ମକ ହିଁ ରଖାଯାଉ । ଏହାଦ୍ୱାରା ଏହି ସଙ୍କଟ ସହ ଲଢ଼ିବା ପାଇଁ ଶକ୍ତି ମିଳିବ ବୋଲି ସେ କହିଛନ୍ତି ।
