ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୩ ଗିରଫ, ୭୧୦ବାହନ ଜବତ desk April 17, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୭୧୦ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୭,୦୨,୦୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୩୧୪୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୪୫୯୪ Next: ଆଜି ରାତି ୯ରୁ ଆସନ୍ତା କାଲି ଭୋର୍ ୫ଟା ପର୍ଯ୍ୟନ୍ତ ବାରିପଦାରେ ରାତ୍ରିକାଳୀନ କର୍ଫ୍ୟୁ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 03 November 2025 Important news 1 min read ଓଡିଶା Indo Kaling Times 03 November 2025 Important news November 3, 2025 ବିହାର ନିର୍ବାଚନ ଏବଂ ଉପ-ନିର୍ବାଚନ ୨୦୨୫ 1 min read ଓଡିଶା ବିହାର ନିର୍ବାଚନ ଏବଂ ଉପ-ନିର୍ବାଚନ ୨୦୨୫ November 3, 2025 ରାଜଭବନରେ ବିଶ୍ଵ ହିନ୍ଦୀ ପରିଷଦ ଆନୁକୁଲ୍ୟରେ ସମ୍ବର୍ଦ୍ଧନା ସମାରୋହ ଓଡିଶା ରାଜଭବନରେ ବିଶ୍ଵ ହିନ୍ଦୀ ପରିଷଦ ଆନୁକୁଲ୍ୟରେ ସମ୍ବର୍ଦ୍ଧନା ସମାରୋହ November 3, 2025