କର୍ଣାଟକରେ ଗତ ୨୪ ଘଂଟାରେ ୧୪,୮୫୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୪,୮୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୨୪,୫୦୯ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୩,୧୯୦ ଜଣଙ୍କର ମୃତ୍ୟୁ ଘଟିଛି ।
ଉତରାଖଂଡରେ ଗତ ୨୪ ଘଂଟାରେ ୨୪୦୨ କରୋନାର ନୂଆ ମାମଲା
ଦେହରାଦୁନ ,ଉତରାଖଂଡରେ ଗତ ୨୪ ଘଂଟାରେ ୨୪୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୧୮,୬୪୬ହୋଇଛି ।