ଦିଲ୍ଲୀରେ ଗତ ୨୪ ଘଂଟାରେ ୧୯,୪୮୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୯,୪୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୦୩,୬୨୩ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୧,୭୯୩ ଜଣଙ୍କର ମୃତ୍ୟୁ ଘଟିଛିା
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୩,୭୨୯ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୩,୭୨୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୯୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୮,୦୩ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୯,୫୫୧ ଜଣ ମୃତ୍ୟୁବରଣ କରିଛନ୍ତି ।