
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୨୭,୪୨୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୫୦,୬୭୬ ସକ୍ରିୟ ମାମଲା ରହିଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୯,୫୮୩ ଜଣଙ୍କର ମୃତ୍ୟୁ ଘଟିଛି ।
ପଂଜାବରେ ଗତ ୨୪ ଘଂଟାରେ ୩,୯୧୫ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୩,୯୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦,୭୪୫ ହୋଇଛି ।
ଗୋଆରେ ଗତ ୨୪ ଘଂଟାରେ ୯୨୭ କରୋନାର ନୂଆ ମାମଲା
ପାଣଜୀ ,ଗୋଆରେ ଗତ ୨୪ ଘଂଟାରେ ୯୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୫,୪୯୯ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO