ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୨୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୬,୯୧,୦୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।