

ଚଣ୍ଡିଗଡରେ ଗତ ୨୪ ଘଂଟାରେ ୪୩୧ କରୋନାର ନୂଆ ମାମଲା
ଚଣ୍ଡିଗଡ , ଚଣ୍ଡିଗଡରେ ଗତ ୨୪ ଘଂଟାରେ ୪୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଚଣ୍ଡିଗଡ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୩,୩୦୯ହୋଇଛି ।
ପଂଜାବରେ ଗତ ୨୪ ଘଂଟାରେ ୪୪୯୮ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୪୪୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୪୯୯ ହୋଇଛି ।