କର୍ଣାଟକରେ ଗତ ୨୪ ଘଂଟାରେ ୧୭,୪୮୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୧୭,୪୮୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୪୧,୯୯୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୩,୨୭୦ଜଣଙ୍କର ମୃତ୍ୟୁ ଘଟିଛି ।
ଉତରାଖଂଡରେ ଗତ ୨୪ ଘଂଟାରେ ୨୭୫୭ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଂଡରେ ଗତ ୨୪ ଘଂଟାରେ ୨୭୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୨୧,୪୦୩ହୋଇଛି ।