ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୮,୬୩୧ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୮,୬୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୭୦,୩୮୮ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୬୦,୪୭୩ଜଣ ମୃତ୍ୟୁବରଣ କରିଛନ୍ତି ।
ପଂଜାବରେ ଗତ ୨୪ ଘଂଟାରେ ୪୯୫୭ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୪୯୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୧୯୦ହୋଇଛି ।