

ଦିଲ୍ଲୀରେ ଗତ ୨୪ ଘଂଟାରେ ୨୫,୪୬୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୫,୪୬୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୬୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୪,୯୪୧ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୨,୧୨୧ ଜଣଙ୍କର ମୃତ୍ୟୁ ଘଟିଛିା
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୮,୪୧୯ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୮,୪୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୯,୬୩୮ ହୋଇ ଯାଇଛି ।