ରାଜସ୍ଥାନରେ ଗତ ୨୪ ଘଂଟାରେ ୧୦୫୧୪ କରୋନାର ନୂଆ ମାମଲା
ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୧୦୫୧୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୭୩୮୭ହୋଇ ଯାଇଛି । ବର୍ତମାନ ସୁଦ୍ଧା ୩୧୫୧ଜଣଙ୍କର ମୃତ୍ୟୁ ଘଟିଛି ।
ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୨,୨୪୮ କରୋନାର ନୂଆ ମାମଲା, ୬୬ ମୃତ
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୨,୨୪୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୬ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୮,୫୭୬ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୪,୫୫୭ଜଣଙ୍କର ମୃତ୍ୟୁ ଘଟିଛି ।