
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୮,୪୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୩,୪୧୮ ହୋଇ ଯାଇଛି ।
ଚଣ୍ଡିଗଡରେ ଗତ ୨୪ ଘଂଟାରେ ୬୧୨ କରୋନାର ନୂଆ ମାମଲା
ଚଣ୍ଡିଗଡ , ଚଣ୍ଡିଗଡରେ ଗତ ୨୪ ଘଂଟାରେ ୬୧୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଚଣ୍ଡିଗଡ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୪,୫୪୬ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୪୧୭ ହୋଇଛି ।
ହିମାଚଳରେ ଆଉ ୧,୬୯୫ କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୧,୬୯୫ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୭୮୩ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୧,୧୯୦ ଜଣଙ୍କର ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO