
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୩,୬୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୪୦ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୬,୮୮୭ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୨,୩୬୧ ଜଣଙ୍କର ମୃତ୍ୟୁ ଘଟିଛିା
ତାମିଲନାଡୁରେ ଗତ ୨୪ ଘଂଟାରେ ୧୦,୯୪୧ କରୋନାର ନୂଆ ମାମଲା
ଚେନ୍ନାଇ,ତାମିଲନାଡୁରେ ଗତ ୨୪ ଘଂଟାରେ ୧୦,୯୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୫,୧୧୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧୩,୧୫୭ଜଣ ମୃତ୍ୟୁବରଣ କରିଛନ୍ତି ।
ହରିଆଣାରେ ଗତ ୨୪ ଘଂଟାରେ ୬,୮୪୨ କରୋନାର ନୂଆ ମାମଲା
ଚଣ୍ଡିଗଡ ,ହରିଆଣାରେ ଗତ ୨୪ ଘଂଟାରେ ୬,୮୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୬୩,୮୧୩ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO