ଝାରଖଣ୍ଡରେ କରୋନାର ୪୨୯୦ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୪୨୯୦ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୩୦,୪୭୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୫୦୨ ଜଣଙ୍କର ମୃତ୍ୟୁ ଘଟିଛି ।