ରାଷ୍ଟ୍ରୀୟ ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୩୯,୩୫୭ ନମୂନାର ପରୀକ୍ଷଣ desk April 21, 2021 ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୩୯,୩୫୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୭,୧୦,୫୩,୩୯୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୯୫,୦୪୧ ନୂଆ ମାମଲା ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୯୫,୦୪୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୦୨୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୧,୫୬,୧୬,୧୩୦ ପହଂଚିଛି । Tags: Corona Continue Reading Previous: କେରଳରେ ଗତ ୨୪ ଘଂଟାରେ ୧୩,୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ Next: କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୧୪,୮୩୫ ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025