ରାଷ୍ଟ୍ରୀୟ ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୩୯,୩୫୭ ନମୂନାର ପରୀକ୍ଷଣ desk April 21, 2021 ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୩୯,୩୫୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୭,୧୦,୫୩,୩୯୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୯୫,୦୪୧ ନୂଆ ମାମଲା ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୯୫,୦୪୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୦୨୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୧,୫୬,୧୬,୧୩୦ ପହଂଚିଛି । Tags: Corona Continue Reading Previous: କେରଳରେ ଗତ ୨୪ ଘଂଟାରେ ୧୩,୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ Next: କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୧୪,୮୩୫ ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ସରକାର ୨୦୦୦ ପ୍ରାଥମିକ କୃଷି ଋଣ ସମବାୟ ସମିତି (ପାକ୍ସ) କୁ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର ଖୋଲିବାକୁ ଅନୁମତି ଦେବାକୁ ନିଷ୍ପତ୍ତି ନେଲେ 1 min read ରାଷ୍ଟ୍ରୀୟ ସରକାର ୨୦୦୦ ପ୍ରାଥମିକ କୃଷି ଋଣ ସମବାୟ ସମିତି (ପାକ୍ସ) କୁ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର ଖୋଲିବାକୁ ଅନୁମତି ଦେବାକୁ ନିଷ୍ପତ୍ତି ନେଲେ June 7, 2023 ଓଡ଼ିଶା ରେଳ ଦୁର୍ଘଟଣାରେ ମୃତକଙ୍କ ଚିହ୍ନଟ ପାଇଁ ଭାରତୀୟ ରେଳବାଇର ନିବେଦନ 1 min read ରାଷ୍ଟ୍ରୀୟ ଓଡ଼ିଶା ରେଳ ଦୁର୍ଘଟଣାରେ ମୃତକଙ୍କ ଚିହ୍ନଟ ପାଇଁ ଭାରତୀୟ ରେଳବାଇର ନିବେଦନ June 6, 2023 ଆଜି କଟକ ଆସିବେ ମମତା ବାନାର୍ଜୀ ରାଷ୍ଟ୍ରୀୟ ଆଜି କଟକ ଆସିବେ ମମତା ବାନାର୍ଜୀ June 6, 2023