
ଭୁବନେଶ୍ୱର, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ସଦାଶିବ ତ୍ରିପାଠୀଙ୍କୁ ଜୟନ୍ତୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନେ ପକାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।