ଦିଲ୍ଲୀରେ ଗତ ୨୪ ଘଂଟାରେ ୨୪,୬୩୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୪,୬୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୪୯ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୫,୩୬୪ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୨,୮୮୭ ଜଣଙ୍କର ମୃତ୍ୟୁ ଘଟିଛିା