ରାଷ୍ଟ୍ରୀୟ ଝାରଖଣ୍ଡରେ କରୋନାର ୫,୦୪୧ ନୂଆ ମାମଲା desk April 22, 2021 ରାଂଚି, ଝାରଖଣ୍ଡରେ କରୋନାର ୫,୦୪୧ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୭୭,୩୫୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୬୦୯ ଜଣଙ୍କର ମୃତ୍ୟୁ ଘଟିଛି । ପଂଜାବରେ ଗତ ୨୪ ଘଂଟାରେ ୪,୯୭୦ କରୋନାର ନୂଆ ମାମଲା ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୪,୯୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮,୮୬୬ହୋଇଛି । Tags: Jharkhand /Punjab Continue Reading Previous: ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୧୦,୭୮୪ କରୋନାର ନୂଆ ମାମଲା Next: କର୍ଣାଟକରେ ଗତ ୨୪ ଘଂଟାରେ ୨୩,୫୫୮ କରୋନାର ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025