ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୭,୦୧୩ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୭,୦୧୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୬୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୯୯,୮୫୮ ହାଇଛି ।