ରାଷ୍ଟ୍ରୀୟ ଉତରାଖଂଡରେ ଗତ ୨୪ ଘଂଟାରେ ୩,୯୯୮ କରୋନାର ନୂଆ ମାମଲା desk April 23, 2021 ଦେହରାଦୁନ , ଉତରାଖଂଡରେ ଗତ ୨୪ ଘଂଟାରେ ୩,୯୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୩୮,୦୧୦ ହୋଇଛି । ହରିଆଣାରେ ଗତ ୨୪ ଘଂଟାରେ ୯,୭୪୨ କରୋନାର ନୂଆ ମାମଲା ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୯,୭୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୯୦,୯୮୯ହୋଇଛି । Tags: Uttarakhand /Hariyana Continue Reading Previous: ପଂଜାବରେ ଗତ ୨୪ ଘଂଟାରେ ୫,୪୫୬ କରୋନାର ନୂଆ ମାମଲାNext: କର୍ଣାଟକରେ ଗତ ୨୪ ଘଂଟାରେ ୨୫,୭୯୫ କରୋନାର ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025