ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୫,୭୯୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୯୬,୨୩୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୩,୮୮୫ ଜଣଙ୍କର ମୃତ୍ୟୁ ଘଟିଛି ।
ଗୁଜରାତରେ ଗତ ୨୪ ଘଂଟାରେ ୧୩,୧୦୫କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୩,୧୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୨,୦୮୪ ହୋଇଛି ।