କର୍ଣାଟକରେ ଗତ ୨୪ ଘଂଟାରେ ୨୬,୯୬୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୬,୯୬୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୯୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୭୪,୯୫୯ ହୋଇଛି
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧୧,୭୬୬ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୧,୭୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।